ନବୀନଙ୍କୁ ହଟାଇବାକୁ ବିଜେପିର ସିକ୍ରେଟ୍ ପ୍ଲାନ୍ | BJP\'s Core Committee Meeting For 2024 General Election
Advertisment
ନବୀନ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ବିଜେପିର ଆକ୍ସନ ପ୍ଲାନ। ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ କିଭଳି ଅଧିକରୁ ଅଧିକ ସିଟ୍ ମିଳିବ, ସେଥିପାଇଁ ରୋଡ୍ ମ୍ୟାପ୍ ଉପରେ ଦଳର କୋର ଟିମ୍ବୈଠକରେ ହୋଇଛି ବିସ୍ତୃତ ଆଲୋଚନା। ଆଗାମୀ ୨ ମାସ ଲାଗି କାର୍ଯ୍ୟକ୍ରମ ଖସଡ଼ା ପ୍ରସ୍ତୁତ କରାଯିବା ସହ ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନ ଜୋରଦାର କରିବାକୁ ନିଷ୍ପତ୍ତି ହୋଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us