ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଶନ ଦ୍ବାରା ପରିଚାଳିତ କନିଷ୍ଠ ଯନ୍ତ୍ରୀ ମେନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲା ଦିନକୁ ଦିନ ଏହାକୁ ନେଇ ରାଜ୍ୟରେ ଛାତ୍ର ଅଶାନ୍ତି ସୃଷ୍ଟି ହେବାରେ ଲାଗିଛି। ଆଉ ଏହାର ଚେର ପୁରା ଲମ୍ବିଛି ବାହାର ରାଜ୍ୟ ଯାଏଁ। ପୁଲିସ୍ ଫୁଲ ଦମରେ ତଦନ୍ତ କରୁଛି। ଆଉ କେତେବେଳେ କହି ଦେଉଛି ଲିକ୍ ହୋଇନି ତ ଆଉ କେତବେଳେ କହି ଦେଉଛି ସରକାରୀ ସଂପୃକ୍ତି ନାହିଁ ବୋଲି। ଶେଷରେ ଜଣାପଡ଼ିଛି ଯେ ଯେଉଁଠି ପ୍ରଶ୍ନପତ୍ର ଛପାଗଲା ସେଇଠୁ ହିଁ ଲିକ୍ ହୋଇଗଲା ବୋଲି। ସେପେଟେ ସରକାର ଯଦି ଏଥିରେ ସ୍ବଛତା ଆଣିବାକୁ ଚାହୁଁଛନ୍ତି ତେବେ ମାମଲାଟି ସିବିଆଇକୁ ଦେଇ ଦିଅନ୍ତୁ ବୋଲି କହିଛି ବିଜେପି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
ବବିଙ୍କ ଭାଇ କ୍ଷମାପ୍ରାର୍ଥନା ସହ ସରେଣ୍ଡର କଲେ କାହିଁକି?
ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।
Politics
‘ବର୍ତ୍ତମାନ ବିଜେଡିରେ କେହି ନବୀନଙ୍କ ନେତୃତ୍ୱକୁ ମାନିବାକୁ ପ୍ରସ୍ତୁତ ନାହାନ୍ତି’
‘ସବୁ ପଳେଇଲେଣି। କେତେ ଗଲେଣ, ଆଉ କେତେ ଯିବେ।’