୧୪ ତାରିଖରେ ହୋଇଥିବା କ୍ୟାବିନେଟ ବୈଠକରେ ଅନୁସୂଚିତ ଜନଜାତିଙ୍କ ଜମି କିଣାବିକା ଉପରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଥିଲା। ହଠାତ ସୋଶାଲ୍ ମିଡିଆରେ ରାଜସ୍ବ ମନ୍ତ୍ରୀ ଏହା ଉପରେ ରୋକ ନେଇ ସୂଚନା ଦେଲେ। 3 ଦିନ ମଧ୍ୟରେ ଏମିତି କ’ଣ ଘଟିଲା ଯେ ସରକାର ଏହି ନିଷ୍ପତ୍ତିକୁ ରୋକିଦେଲେ । ବଡ଼ ଆଦିବାସୀ ଆନ୍ଦୋଳନ ଆଶଙ୍କାରେ ସରକାର ଏଭଳି ନିଷ୍ପତ୍ତି ନେଲେ କି ? କ୍ୟାବିନେଟ୍ ବୈଠକରେ ଉପସ୍ଥିତ ଥିବା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଆପତ୍ତି ଉଠାଇଥିଲେ କି ? ଆଦିବାସୀ ଭୋଟ୍ ବ୍ୟାଙ୍କ ପାଇଁ ସରକାର ପଛକୁ ହଟିଲେ କି ?
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।
Politics
ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି
ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ସାଂସଦ ରମେଶ ବିଧୁଡ଼ି। ପ୍ରିୟଙ୍କା ଗାନ୍ଧିଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ପରେ ମାଗିଲେ କ୍ଷମା।
Politics
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
Politics
ମୁଖ୍ୟମନ୍ତ୍ରୀଙ୍କ ପାଖରେ ପଡ଼ିଲା ଡ୍ରୋନ୍, ଦେଖନ୍ତୁ ଭିଡିଓ
ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଏଭଳି ଡ୍ରୋନ୍ ଉଡ଼ାଇବାକୁ କିଏ ଅନୁମତି ଦେଲା ଏବଂ କିପରି ଏହା ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।