ଗଣଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡା ଓ ଟମାଟୋ ମାଡ଼

କନିଷ୍ଠ ଶିକ୍ଷକ ନିଯୁକ୍ତି ଦୁର୍ନୀତି ପ୍ରତିବାଦରେ ଅଣ୍ଡା ଓ ଟମାଟୋ ମାଡ଼।

Manoj Swain
  • Published: Tuesday, 23 January 2024
  • Updated: 23 January 2024, 02:44 PM IST

Sports

Latest News

ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଘରକୁ ଅଣ୍ଡା ଓ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ। କନିଷ୍ଠ ଶିକ୍ଷକ ନିଯୁକ୍ତି ଦୁର୍ନୀତି ପ୍ରତିବାଦରେ ଅଣ୍ଡା, ଟମାଟୋ ମାଡ଼। ଗଣଶିକ୍ଷା ମନ୍ତ୍ରୀଙ୍କ ବହିଷ୍କାର ସହ ଘଟଣାର ନ୍ୟାୟିକ ତଦନ୍ତ ଦାବି କଲା ଛାତ୍ର କଂଗ୍ରେସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos