Advertisment

ଗଣଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡା ଓ ଟମାଟୋ ମାଡ଼

କନିଷ୍ଠ ଶିକ୍ଷକ ନିଯୁକ୍ତି ଦୁର୍ନୀତି ପ୍ରତିବାଦରେ ଅଣ୍ଡା ଓ ଟମାଟୋ ମାଡ଼।

Advertisment

ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଘରକୁ ଅଣ୍ଡା ଓ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ। କନିଷ୍ଠ ଶିକ୍ଷକ ନିଯୁକ୍ତି ଦୁର୍ନୀତି ପ୍ରତିବାଦରେ ଅଣ୍ଡା, ଟମାଟୋ ମାଡ଼। ଗଣଶିକ୍ଷା ମନ୍ତ୍ରୀଙ୍କ ବହିଷ୍କାର ସହ ଘଟଣାର ନ୍ୟାୟିକ ତଦନ୍ତ ଦାବି କଲା ଛାତ୍ର କଂଗ୍ରେସ।

Advertisment
Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe