Advertisment

ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ନୂଆ ରୂପରେ ସଜେଇ ହୋଇଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ।

Advertisment

ମୁଣ୍ଡିଆ ମାରି ଲୋକସେବା ଭବନକୁ ଏଣ୍ଟ୍ରି ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆ ରୂପରେ ସଜେଇ ହୋଇଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Mohan Charan Majhi Odisha Cm Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe