ଆଜି ହରିୟାଣା ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ୧୯ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

CMO PhotoOR

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Tapaswini Nayak
  • Published: Wednesday, 16 October 2024
  • Updated: 16 October 2024, 07:50 AM IST

Sports

Latest News

ହରିୟାଣାରେ ବିଜେପି ନେତୃତ୍ୱାଧୀନ ନୂଆ ସରକାରର ଶପଥ ସମାରୋହ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ଆଜି ହରିୟାଣା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ।

ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତ କରିବେ। ୧୭ ତାରିଖରେ ହରିୟାଣାର ନବନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଅପରାହ୍ନରେ ଶ୍ରୀ ମାଝୀ ଚଣ୍ଡିଗଡ଼ଠାରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସାମିଲ ହେବେ।

Also Read

ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁମ୍ବାଇ ଗସ୍ତରେ ଯାଇ ୧୮ତାରିଖ ଅପରାହ୍ନ ଓ ୧୯ତାରିଖ ପୂର୍ବାହ୍ନରେ ମୁମ୍ବାଇର ଏକ ତାରକା ହୋଟେଲରେ ଆୟୋଜିତ ନିବେଶକ ସମ୍ମିଳନୀରେ ସାମିଲ ହେବେ। ଇଣ୍ଡିଆନ କେମିକାଲସ ଆଣ୍ଡ ପେଟ୍ରୋକେମିକାଲସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବା ସହ ମେକ୍ ଇନ୍ ଓଡ଼ିଶା ପାଇଁ ନିବେଶକଙ୍କ ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୧୯ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story