Advertisment

ଯାଜପୁରକୁ ଲୁଟିଛନ୍ତି ୩ ପରିବାର: ମୁଖ୍ୟମନ୍ତ୍ରୀ

ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

author-image
Manoj Swain
ଅଦ୍ୟତନ ହୋଇଛି

ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି। ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Odisha Cm