`ବିକାଶକୁ ସହିପାରୁନାହାନ୍ତି ବିରୋଧୀ’ | CM Naveen Patnaik Begins Campaign At Hinjili | Odisha Reporter
ଆଗକୁ ନିର୍ବାଚନ ଥିବା ବେଳେ ଆଜି ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ନବୀନ ପଟ୍ଟନାୟକ। ନିଜେ ପ୍ରାର୍ଥୀ ହୋଇଥିବା ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ପଛାଇ ନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କରି ନବୀନ କହିଛନ୍ତି, ବିରୋଧୀ ଦଳ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି, ଅପପ୍ରଚାର କରୁଛନ୍ତି । ଏଭଳି କରି କେହି କେବେ ସଫଳ ହେବେନି । ଲୋକଙ୍କ ଆଶୀର୍ବାଦରେ ବିଜେଡି ବିପୁଳ ବିଜୟ ହାସଲ କରିବ ଏବଂ ଲୋକସଭାରେ ମଧ୍ୟ ବିଜେଡି ଭଲ କରିବ ବୋଲି ନବୀନ ଦୃଢୋକ୍ତି ଦେଖାଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
