୧୬ ବର୍ଷ ପରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ; ଗୁହାରି ଶୁଣିଲେ ମୁଖ୍ୟମନ୍ତ୍ରୀ

ଦୀର୍ଘ ୧୬ ବର୍ଷ ପରେ ଚଳଚଞ୍ଚଳ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ପ୍ରଥମ ଥର ପାଇଁ ପ୍ରକୋଷ୍ଠରେ ବସି ଲୋକଙ୍କ ଅଭିଯୋଗ ଶୁଣିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Manoj Swain
  • Published: Tuesday, 02 July 2024
  • Updated: 02 July 2024, 03:44 PM IST

Sports

Latest News

ଦୀର୍ଘ ୧୬ ବର୍ଷ ପରେ ଚଳଚଞ୍ଚଳ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ପ୍ରଥମ ଥର ପାଇଁ ପ୍ରକୋଷ୍ଠରେ ବସି ଲୋକଙ୍କ ଅଭିଯୋଗ ଶୁଣିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ୧୫୫୦ ଲୋକଙ୍କ ଅଭିଯୋଗ ଶୁଣିଥିବା ଜଣାପଡ଼ିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରତିଶ୍ରୁତି ପାଇବା ପରେ ଉତ୍ସାହିତ ହୋଇଛନ୍ତି ଅଭିଯୋଗକାରୀ । ଦେଖନ୍ତୁ ପୂରା ରିପୋର୍ଟ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos