ମୁଖ୍ୟମନ୍ତ୍ରୀ ମୋ ଦୁଃଖ ଶୁଣିଲେ .. || CM Mohan Majhi || CM Grievance Cell || BJP Govt || Odisha Reporter
Advertisment
ଦୀର୍ଘ ୧୬ ବର୍ଷ ପରେ ଚଳଚଞ୍ଚଳ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ପ୍ରଥମ ଥର ପାଇଁ ପ୍ରକୋଷ୍ଠରେ ବସି ଲୋକଙ୍କ ଅଭିଯୋଗ ଶୁଣିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ୧୫୫୦ ଲୋକଙ୍କ ଅଭିଯୋଗ ଶୁଣିଥିବା ଜଣାପଡ଼ିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରତିଶ୍ରୁତି ପାଇବା ପରେ ଉତ୍ସାହିତ ହୋଇଛନ୍ତି ଅଭିଯୋଗକାରୀ । ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us