Advertisment

ଓଡ଼ିଆ ଭାଷା ଓ ଅସ୍ମିତା ସଂକଟରେ; ପ୍ରଧାନମନ୍ତ୍ରୀ ମୋଦି

ଓଡ଼ିଶା ସଂକ୍ରାନ୍ତ ପ୍ରଶ୍ନରେ ମୋଦି କହିଛନ୍ତି, “ ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ଏବେ ବିପଦରେ ଅଛି। ଏତେ ସଂପଦରେ ପରିପୂର୍ଣ୍ଣ ଓଡ଼ିଶା ୧ ନମ୍ବର ଧନୀ ରାଜ୍ୟ ହେବା କଥା। କିନ୍ତୁ ଓଡ଼ିଶାର ସ୍ଥିତି ଏବେ କଣ ଆପଣ ଦେଖୁଥିବେ।

Advertisment

ଗୋଟିଏ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଓଡ଼ିଶା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦି ବଡ଼ ମନ୍ତବ୍ୟ ଦେଇଛନ୍ତି। ଓଡ଼ିଶା ସଂକ୍ରାନ୍ତ ପ୍ରଶ୍ନରେ ମୋଦି କହିଛନ୍ତି, “ ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ଏବେ ବିପଦରେ ଅଛି। ବିଜୁ ଜନତା ଦଳ ଆମକୁ ପ୍ରସଙ୍ଗ ଭିତ୍ତିରେ ସମର୍ଥନ ଦେଉଥିଲା। ଏଭଳି ଅନେକ ଦଳ ଆମକୁ ପ୍ରସଙ୍ଗ ଭିତ୍ତିକ ସମର୍ଥନ କରଛନ୍ତି। ବିଜେଡି ସହ ଆମର ସଂପର୍କ ରାଜ୍ୟରେ ପୂରା ଅଲଗା। ଓଡ଼ିଶାର ପୂରା ଅସ୍ମିତା ଏବେ ଶେଷ ହେବାକୁ ବସିଛି। ଓଡ଼ିଆ ଭାଷା ଓ ଅସ୍ମିତା ଏବେ ସଂକଟରେ ରହିଛି। ଓଡ଼ିଶାବାସୀ ଏହାକୁ ଆଉ ବରଦାସ୍ତ କରିବେ ବୋଲି ଭାବୁନି। ପ୍ରାକୃତିକ ସଂପଦରେ ଭରପୂର ରହିଛି ଓଡ଼ିଶା। ଏତେ ସଂପଦରେ ପରିପୂର୍ଣ୍ଣ ଓଡ଼ିଶା ୧ ନମ୍ବର ଧନୀ ରାଜ୍ୟ ହେବା କଥା। କିନ୍ତୁ ଓଡ଼ିଶାର ସ୍ଥିତି ଏବେ କଣ ଆପଣ ଦେଖୁଥିବେ।

Advertisment
PM Modi Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe