ବିଜେପି ଯିବେ କି ସମୀର ଦାଶ ? ନିମାପଡା ବିଜେପି ବିଧାୟିକା ପ୍ରାର୍ଥିନୀ ପ୍ରଭାତୀ ପରିଡାଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା। କହିଲେ, ନିମାପଡାରେ ସମୀକରଣ ବଦଳାଇ ପାରନ୍ତି ସମୀର ଦାଶ। ସେ ସମୀକରଣ ବଦଳାଇପାରିବେ, ଜଣେ ଯଦି ତିନି ବର୍ଷରେ ମନ୍ତ୍ରୀ ଏବଂ ବିଧାୟକ ଅଛନ୍ତି ଏବଂ ତାଙ୍କର ନିଜସ୍ୱ ସଂଗଠନ ଅଛି। ସେ ଚାହିଁଲେ ସଂଗଠନ ବଦଳାଇପାରିବେ। ଜନତା ଏଥର ପ୍ରଭାତୀ ପରିଡା ଏବଂ ବିଜେପି ସପକ୍ଷରେ ଅଛନ୍ତି ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।