\'ଉପକୂଳ ଓଡ଼ିଶାରେ ବଡ଼ ପରିବର୍ତ୍ତନ ଆସୁଛି\' | Election 2024 | Odisha Reporter
Advertisment
ରାଜ୍ୟରେ ଆସନ୍ତା ଜୁନ୍ ୧ ତାରିଖରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ବିଧାନସଭା କ୍ଷେତ୍ର ପାଇଁ ଭୋଟ୍ ଗ୍ରହଣ କରାଯିବ। ତେବେ ଏହି ନିର୍ବାଚନକୁ ନେଇ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି କହିଛନ୍ତି, ଉପକୂଳ ଓଡ଼ିଶାରେ ବଡ଼ ପରିବର୍ତ୍ତନ ଆସୁଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us