Advertisment

ଭୋଟ ଦେଲେ ମାଳବିକା ଦେବୀ

କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନରେ ହେଉଛି ଭୋଟିଂ।

author-image
Manoj Swain

ଆଜି ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଲାଗି ଚାଲିଛି ମତଦାନ। ଏହି ଅବସରରେ ନିଜର ମତଦାନ କଲେ କଳାହାଣ୍ଡି ବିଜେପି ଲୋକସଭା ପ୍ରାର୍ଥୀ ମାଳବିକା ଦେବୀ।

Advertisment
Odisha Kalahandi 2024 General Election Voting