ଜଗତସିଂହପୁର ରାଜନୀତିରେ ବିଜେଡି କନ୍ଦଳ। ସ୍ଥିତି ସାଂଘାତିକ। ଟିକେଟ ଅଙ୍କ ଛିଡୁନଥିବାବେଳେ ଦାବିଦାରଙ୍କ ସଂଖ୍ୟା ବଢୁଛି। ରାଲି, ସମାବେଶ, ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରୁଛନ୍ତି ଆଶାୟୀ। ଜିଲ୍ଲାରୁ ଆରମ୍ଭ କରି ନବୀନ ନିବାସ ଯାଏ ସବୁଠି ଆଶାୟୀ ଟିକେଟ ପାଇବା ପାଇଁ ପାୱାର ସୋ ପ୍ରଦର୍ଶନ କରୁଛନ୍ତି। ଆଉ ଏପଟେ ଜଗତସିଂହପୁରର ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ ବିଜେଡିରେ ଯୋଗ ଦେବା ପରେ ଘନେଇଛି ରାଜନୀତି । ଜଗତସିଂହପୁର ନିର୍ବାଚନ ମଣ୍ଡଳୀରେ କିଏ ହେବ ବିଜେଡି ପ୍ରାର୍ଥୀ ତାକୁ ନେଇ ବଢିଛି ଚର୍ଚ୍ଚା। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।