Advertisment

'ଅଫିସରଙ୍କ ମାଧ୍ୟମରେ ଭ୍ରଷ୍ଟାଚାର ଚଳାଇଛି ନବୀନ ସରକାର'

'ସବୁଠୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି। ଓଡ଼ିଶା ଲୋକ ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଯାଉଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ବିଜେପି ସରକାର ବନାନ୍ତୁ।'

Advertisment

ଓଡ଼ିଶା ଗସ୍ତରେ ଆସି ବିଜେଡି ସରକାର ଉପରେ ବର୍ଷିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୋନପୁର ସଭାରେ ଆସୁ ଆସୁ ଗର୍ଜିଲେ ଅମିତ ଶାହ।କହିଲେ, ଏଠାକାର ସରକାର ଓଡ଼ିଶାକୁ ବିକାଶରୁ ଦୂରରେ ରଖିଛି। ଅଫିସରଙ୍କ ମାଧ୍ୟମରେ ଭୟଙ୍କର ଭ୍ରଷ୍ଟାଚାର ଚଳାଇଛି ନବୀନ ସରକାର। ଓଡ଼ିଆ ଭାଷା, ସଂସ୍କୃତି ଗୌରବରୁ ବଞ୍ଚିତ ରଖିଛି। ସବୁଠୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି। ଓଡ଼ିଶା ଲୋକ ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟ ଯାଉଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ବିଜେପି ସରକାର ବନାନ୍ତୁ। ବିଜେପି ସରକାର ଆସିଲେ ଜଣେ କାହାକୁ ବାହାର ରାଜ୍ୟ ଯିବାକୁ ପଡ଼ିବନି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Bjp Odisha Amit Shah
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe