ରହିଲା ଯୋଜନା, ବଦଳିଗଲା ନାଁ | Odisha Reporter
ପ୍ରଥମ ବିଜେପି ସରକାର ପ୍ରଥମ ବାର୍ଷିକ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟରେ ୨୪ବର୍ଷର ବିଜେଡି ସରକାରର ବିଭିନ୍ନ ଯୋଜନା ପାଇଁ ବ୍ୟୟବରାଦ କରିଥିବା ମୋହନ ସରକାର ସେଗୁଡ଼ିକର ନାଁ ପରିବର୍ତ୍ତନ କରିଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
