Advertisment

ବଜେଟ୍ ୨୦୨୪-୨୫: ବଦଳିଲା ବିଭିନ୍ନ ଯୋଜନାର ନାଁ

ଏହି ବଜେଟରେ ୨୪ବର୍ଷର ବିଜେଡି ସରକାରର ବିଭିନ୍ନ ଯୋଜନା ପାଇଁ ବ୍ୟୟବରାଦ କରିଥିବା ମୋହନ ସରକାର ସେଗୁଡ଼ିକର ନାଁ ପରିବର୍ତ୍ତନ କରିଛନ୍ତି ।

Advertisment

ପ୍ରଥମ ବିଜେପି ସରକାର ପ୍ରଥମ ବାର୍ଷିକ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟରେ ୨୪ବର୍ଷର ବିଜେଡି ସରକାରର ବିଭିନ୍ନ ଯୋଜନା ପାଇଁ ବ୍ୟୟବରାଦ କରିଥିବା ମୋହନ ସରକାର ସେଗୁଡ଼ିକର ନାଁ ପରିବର୍ତ୍ତନ କରିଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ । 

Advertisment
Odisha Odisha Budget
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe