ପ୍ରତିଷ୍ଠା ହେବନି ହାଇକୋର୍ଟ ବେଞ୍ଚ ! | Odisha Reporter
ପୁଣି ଥରେ ଚର୍ଚ୍ଚାରେ ହାଇକୋର୍ଟ ବେଞ୍ଚ୍ ପ୍ରସଙ୍ଗ। ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଉତ୍ତର ରଖିବା ପରେ ତେଜିଛି ରାଜନୀତି। ପଶ୍ଚିମ ଓଡ଼ିଶାବାସୀଙ୍କ ପ୍ରତି ଏହା ବିଶ୍ୱାଘାତକତା ବୋଲି ବିଜେଡି କହିଛି। ଆଉ ବିଜେଡି ସାଙ୍ଗରେ ସ୍ୱର ମିଳାଇଛି କଂଗ୍ରେସ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
