ଅଦ୍ୟତନ ହୋଇଛି
‘ମୋଦି ସ୍ପଷ୍ଟ କଲେ, ନବୀନ ସ୍ପଷ୍ଟ କରନ୍ତୁ’ | Odisha Reporter
Advertisment
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟରେ ଏବଂ ତାଙ୍କ ନାକ ତଳେ ଦେଶର ସର୍ବବୃହତ କଳାଟଙ୍କା ଜବତ କରାଯାଉଛି । କେନ୍ଦ୍ରୀୟ ଏଜେନ୍ସି ଯଦି ଗଚ୍ଛିତ ଥିବା କଳା ଟଙ୍କା ଖବର ପାଇପାରିଲା ତେବେ, ଓଡ଼ିଶା ପୁଲିସ, ଗୋଇନ୍ଦା ଓ ଇଓଡବ୍ଲ୍ୟୁ କିଭଳି ଜାଣିପାରିଲା ନାହିଁ ? କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ କଳା ସାମ୍ରାଜ୍ୟକୁ ବିଜେଡି ସରକାର ସଂରକ୍ଷଣ ଦେଉଥିଲା କି ? ଏଭଳି କଡ଼ା ଭାଷାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ସରକାରଙ୍କୁ ସମାଲୋଚନା କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us