ବ୍ୟାଙ୍କମିତ୍ର ଭାରତୀ ସିଂଙ୍କ ନିଲମ୍ବନକୁ ନେଇ ଏବେ ଉଠୁଛି ପଡୁଛି ରାଜ୍ୟ । ବାସ୍ତବରେ କାହିଁକି ହଠାତ୍ ଭାରତୀଙ୍କୁ ଚାକିରୀରୁ କଢାଗଲା ? ଏବେ ଏହାକୁ ନେଇ ନିଜ ମୟୂରଭଞ୍ଜ ଜିଲ୍ଲାରେ ବିଜେପି ନେତା ଏବଂ ସ୍ୱୟଂ ସହାୟିକ ଗୋଷ୍ଠୀର ମହିଳା ମୁହାଁମୁହିଁ । ଏ ଦୃଶ୍ୟ ହେଉଛି ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର। ବିଜେପିର ଏକ ପ୍ରତିନିଧିମଣ୍ଡଳ ଜିଲ୍ଲାପାଳଙ୍କୁ ଭେଟି ଭାରତୀଙ୍କୁ ନ୍ୟାୟ ପ୍ରଦାନ ନେଇ ଦାବିପତ୍ର ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ବିଜେଡିରେ ବଢ଼ିଲାଣି ବବିଙ୍କ ମାମଲାତି: ଦେବୀ ‘ଶିଶୁପାଳ’, ପ୍ରତାପ‘ସାରଥୀ’, ହଜାରିବାଗରେ ହାଜିରା
ଦେବୀଙ୍କ ଅଜାଣତରେ ତାଙ୍କ ଜିଲ୍ଲା କଟକରେ ଓ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଅଗୋଚରରେ ତାଙ୍କ ଜିଲ୍ଲା ସମ୍ବଲପୁରରେ ସାଂଗଠନିକ ନିର୍ବାଚନ ପାଇଁ ‘ଜିଲ୍ଲା ରିଟର୍ଣ୍ଣିଂ ଅଫିସର’ ନିଯୁକ୍ତି ଦିଆଯିବା ସିଧାସଳଖ ଏହି ନେତାମାନଙ୍କୁ ନିଜ ସଂଗଠନରେ ‘ଶିଶୁପାଳ’ ଭୂମିକାରେ ଅବତୀର୍ଣ୍ଣ କରାଇ ଦେଇଥିବା ଚର୍ଚ୍ଚା ହେଲାଣି ।

Politics
ରାଜା ଚକ୍ର ଗିରଫ: କ୍ରାଇମବ୍ରାଞ୍ଚ ଦେଲା କଳାଚିଠାର ତାଲିକା, ବଢ଼ିଲା ବିଜେଡିର ପ୍ରଭାବଶାଳୀଙ୍କ ଅଡ଼ୁଆ
ରାଜାଙ୍କ ଗିରଫ ପରେ ଘସିପୁରା ବିଧାୟକ ତଥା ରାଜାଙ୍କୁ ରାଜନୀତିକୁ ଆଣିଥିବା ବଦ୍ରିନାରାୟଣ ପାତ୍ରଙ୍କ ବୟାନ ବେଶ୍ ଗୁରୁତ୍ୱ ବହନ କରୁଛି । ବଦ୍ରି କହିଛନ୍ତି ଯେ ରାଜା ଚକ୍ରଙ୍କ କଥାରେ ତତ୍କାଳୀନ ଜିଲ୍ଲାପାଳ ଓ ଏସପି କାମ କରୁଥିଲେ । ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ।
Politics
ବିଧାନସଭାରେ କଳଙ୍କିତ ଅଧ୍ୟାୟ: ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି, ତାରା ନିଲମ୍ବିତ
ଓଡ଼ିଶାରେ ମିଶିବା ଏକ ଐତିହାସିକ ଭୁଲ୍ ବୋଲି କହି ରାଜ୍ୟ ବିଭାଜନ ବୟାନ ଦେଇଥିବା ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଆଜି ୪ଦିନ ପରେ ପୁଣିଥରେ ମୁହଁ ଖୋଲିଛନ୍ତି । ସେ ତାଙ୍କର ଆଭିମୁଖ୍ୟରେ ଅଟଳ ଅଛନ୍ତି ଓ ମତ ପରିବର୍ତ୍ତନ କରିବେ ନାହିଁ ବୋଲି ଆଜି ରୋକଠୋକ୍ ଗଣମାଧ୍ୟମ ଆଗରେ ସୂଚନା ଦେଇଛନ୍ତି ।

Politics
ମୁଖ୍ୟମନ୍ତ୍ରୀଙ୍କୁ କିଏ କରୁଛି ବଦନାମ: ବିଧାନସଭାରେ ଗୃହ ବିଭାଗର ଦାୟିତ୍ୱହୀନ ଉତ୍ତରକୁ ନେଇ ଚର୍ଚ୍ଚା
ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ବିଧାନସଭାରେ ଗୃହବିଭାଗ ଯେଉଁ ଲିଖିତ ଉତ୍ତର ରଖୁଛି ତାକୁ ପ୍ରସ୍ତୁତ କରୁଛି କିଏ? ବିଧାନସଭା ଭଳି ପବିତ୍ର ଗୃହରେ ଏଭଳି ଦାୟିତ୍ୱହୀନ ଓ ଅରୁଚିକର ଲିଖିତ ଉତ୍ତର ରଖିବାକୁ ପ୍ରଶାସନିକ କଳ ସାହାସ ଜୁଟାଉଛି କେମିତି?

Politics
ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ଝଡ଼
ଗତକାଲି ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଜୟନାରାୟଣ ଆଜି କୌଣସି ପ୍ରତିକ୍ରିୟା ରଖି ନଥିଲା ବେଳେ, ତାଙ୍କ ମନ୍ତବ୍ୟ କିନ୍ତୁ ସରକାର ଓ ବିଜେପି ପାଇଁ ଏକପ୍ରକାର ଅଡୁଆ ପରିସ୍ଥିତି ସୃଷ୍ଟି କରିଛି।