Advertisment

ଓଡ଼ିଶା ହେବ ଦେଶର ବିକଶିତ ଇଞ୍ଜିନ: ନରେନ୍ଦ୍ର ମୋଦି

ଆସନ୍ତା ୯ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋଦି ।

Advertisment

NDAର ନେତା ଭାବେ ନିର୍ବାଚିତ ହେବା ପରେ ସଂସଦୀୟ ଦଳ ବୈଠକରେ ଅଭିଭାଷଣ ରଖିଛନ୍ତି ନରେନ୍ଦ୍ର ମୋଦି। ସେ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଗରିବଙ୍କ ଦେବତା। ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ୱପ୍ନକୁ ନୂଆ ଗତି ଦେବ। ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଦେଶର ବିକାଶ ଇଞ୍ଜିନରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ। ସୂଚନାଯୋଗ୍ୟ ଯେ, ଆସନ୍ତା ୯ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋଦି ।

Advertisment
PM Modi Odisha Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe