‘100 ଦିନ ଭିତରେ ‘ସୁଭଦ୍ରା ଯୋଜନା\' | Odisha Reporter
ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନା ଟଙ୍କା । କ୍ୟାବିନେଟ ମୋହର ପରେ ଏବେ ଡ୍ରାଫଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବରେ ଲଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
