Advertisment

‘ସବୁ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା ଟଙ୍କା’

କ୍ୟାବିନେଟ ମୋହର ପରେ ଏବେ ଡ୍ରାଫଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବରେ ଲଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Advertisment

ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନା ଟଙ୍କା । କ୍ୟାବିନେଟ ମୋହର ପରେ ଏବେ ଡ୍ରାଫଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବରେ ଲଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Advertisment
Odisha Pravati Parida
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe