ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍: ଆଜିଠୁ ଆଦର୍ଶ ଆଚରଣ ବିଧି ଲାଗୁ , କେଉଁଠି କେବେ ଭୋଟ୍ ଦେଖନ୍ତୁ

ଓଡ଼ିଶାରେ ଚତୁର୍ଥ, ପଂଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ ।

CEC Rajiv Kumar

ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର

Ordigital Desk
  • Published: Saturday, 16 March 2024
  • Updated: 16 March 2024, 04:58 PM IST

Sports

Latest News

ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଭୋଟ୍ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ। ଆଜି ନିର୍ବାଚନ କମିଶନ ଏହି ତାରିଖ ଘୋଷଣା କରିଛନ୍ତି। ରାଜ୍ୟରେ ମେ’ ୧୩ରୁ ଜୁନ୍ ୧ ତାରିଖ ମଧ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ ଓ ଜୁନ୍ ୪ତାରିଖରେ ଭୋଟ ଗଣତି ହେବ। ଆଜିଠୁ ସମଗ୍ର ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ବିଧି ଲାଗୁ ହେଲା ବୋଲି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି ।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର କହିଛନ୍ତି ଯେ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ।ଓଡ଼ିଶାରେ ଚତୁର୍ଥ, ପଂଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ ।

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶରେ ଚତୁର୍ଥ ପର୍ଯ୍ୟାୟ)ରେ ୪ଟି ଲୋକସଭା ଆସନ ଯଥା- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ ୧୮ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏପ୍ରିଲ ୨୫ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ ରହିଛି । ଏପ୍ରିଲ ୨୬ରେ ନାମାଙ୍କନ ପତ୍ର ଯାଂଚ, ଏପ୍ରିଲ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ମେ’ ୧୩ତାରିଖରେ ହେବ ।

Also Read

ସେହିପରି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ(ସମଗ୍ର ଦେଶରେ ପଂଚମ ପର୍ଯ୍ୟାୟ)ରେ ୫ଟି ଲୋକସଭା ଆସନ ଯଥା- ବରଗଡ଼,ସୁନ୍ଦରଗଡ଼,ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ ୨୬ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ମେ’ ୩ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ ରହିଛି । ମେ’ ୪ରେ ନାମାଙ୍କନ ପତ୍ର ଯାଂଚ, ମେ’ ୬ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ମେ’ ୨୦ତାରିଖରେ ହେବ ।

ସେହିପରି ରାଜ୍ୟରେ ତୃତୀୟ ପର୍ଯ୍ୟାୟ(ସମଗ୍ର ଦେଶରେ ଷଷ୍ଠ ପର୍ଯ୍ୟାୟ)ରେ ୬ଟି ଲୋକସଭା ଆସନ ଯଥା- ସମ୍ବଲପୁର,କେନ୍ଦୁଝର,ଢେଙ୍କାନାଳ,କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ ୨୯ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ମେ’ ୬ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ ରହିଛି । ମେ’ ୭ରେ ନାମାଙ୍କନ ପତ୍ର ଯାଂଚ, ମେ’ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ମେ’ ୨୫ତାରିଖରେ ହେବ ।

ସେହିପରି ସେହିପରି ରାଜ୍ୟରେ ଶେଷ ପର୍ଯ୍ୟାୟ(ସମଗ୍ର ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ)ରେ ୬ଟି ଲୋକସଭା ଆସନ ଯଥା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ମେ’ ୭ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ମେ’ ୧୪ତାରିଖରେ ନାମାଙ୍କନ ପତ୍ର ଦାଖଲ ଶେଷଦିନ ରହିଛି । ମେ’ ୧୫ରେ ନାମାଙ୍କନ ପତ୍ର ଯାଂଚ, ମେ’ ୧୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଜୁନ ୧ତାରିଖରେ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story