ଆଦିବାସୀଙ୍କ ଜମି କିଣାବିକା ପ୍ରସଙ୍ଗରେ କ୍ୟାବିନେଟ୍ ନିଷ୍ପତ୍ତିକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ବିଧାନସଭାରେ ଅଚଳାବସ୍ଥା ସୃଷ୍ଟି ହୋଇଛି । ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁ ଗୃହ କାର୍ଯ୍ୟ ଠପ୍ ହୋଇଛି । ଏହି କ୍ୟାବିନେଟ୍ ନିଷ୍ପତ୍ତିକୁ ସ୍ଥଗିତ ନୁହେଁ, ପ୍ରତ୍ୟାହାର ଦାବି କରିଛି କଂଗ୍ରେସ। ତେବେ ଏହାକୁ ନେଇ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କଲେ ନିର୍ବାଚନ ଆୟୋଗ
ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରାଯାଇଛି।
Politics
ବୈଜୟନ୍ତ ପଣ୍ଡାଙ୍କୁ କୃତଜ୍ଞତା ଜଣାଇଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ହର୍ଷଦୀପ ମଲହୋତ୍ରା
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ରାଷ୍ଟ୍ରମନ୍ତ୍ରୀ ହର୍ଷଦୀପ ମଲହୋତ୍ରା।
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Politics
ଆଦିବାସୀଙ୍କ ପାଇଁ ଖୁସି ଖବର; ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ୍
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ପେଶା ଆଇନ୍। ତେବେ ତା’ ପୂର୍ବରୁ ଲୋକଙ୍କ ମତାମତ ନିଆଯିବ। ପେସା ଆଇନ୍ ବାବଦରେ ସଚେତନ କରାଯିବ।
Politics
ଜୟନାରାୟଣଙ୍କ ସମର୍ଥନରେ ବାହାରିଲା ଦଳ, କଲା କାଉଣ୍ଟର
ବିଜେଡି କହିଲା, ଆଇନ ସମସ୍ତଙ୍କ ପାଇଁ ସମାନ ନା ନାହିଁ ସ୍ପଷ୍ଟ କରନ୍ତୁ ମୁଖ୍ୟମନ୍ତ୍ରୀ।