ଅଦ୍ୟତନ ହୋଇଛି
\'ଗୁମାସ୍ତାଙ୍କ ଦ୍ୱାରା ଚାଲିଛି ରାଜ୍ୟ \'| Odisha Reporter
Advertisment
ଆଦିବାସୀଙ୍କ ଜମି କିଣାବିକା ପ୍ରସଙ୍ଗରେ କ୍ୟାବିନେଟ୍ ନିଷ୍ପତ୍ତିକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ବିଧାନସଭାରେ ଅଚଳାବସ୍ଥା ସୃଷ୍ଟି ହୋଇଛି । ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁ ଗୃହ କାର୍ଯ୍ୟ ଠପ୍ ହୋଇଛି । ଏହି କ୍ୟାବିନେଟ୍ ନିଷ୍ପତ୍ତିକୁ ସ୍ଥଗିତ ନୁହେଁ, ପ୍ରତ୍ୟାହାର ଦାବି କରିଛି କଂଗ୍ରେସ। ତେବେ ଏହାକୁ ନେଇ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us