Advertisment

ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଚଢ଼ିଲେ ବିଜେଡି ବିଧାୟକ

ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଆଜି ବିଧାନସଭାରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି।

author-image
Manoj Swain

ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଆଜି ବିଧାନସଭାରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି। ବାଚସ୍ପତି ସୁରମା ପାଢୀଙ୍କ ଆଗରେ ବିଜେଡି ବିଧାୟକ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଛନ୍ତି। ଜଣେ ମହିଳା ବାଚସ୍ପତିଙ୍କ ପୋଡିୟମ୍ ଦଖଲ କରିବାକୁ ବିଜେଡି ବିଧାୟକ ଆଜି ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bjp BjD Odisha Assembly Odisha