କେନ୍ଦ୍ରକୁ ନଯିବା ପାଇଁ VRS !| Odisha Reporter
ଭି.କେ ପାଣ୍ଡିଆନଙ୍କୁ ମିଳିଛି କ୍ୟାବିନେଟ ପାହ୍ୟା । VRS ମଂଜୁରୀର ୧୨ ଘଣ୍ଟା ଭିତରେ କ୍ୟାବିନେଟ ମନ୍ତ୍ରୀ ପାହ୍ୟାରେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ପାଣ୍ଡିଆନଙ୍କୁ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ ସିଧା କାମ କରିବେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ନିର୍ଦ୍ଦେଶନାମା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
