୨୧ରୁ ବନ୍ୟାଂଚଳ ଯିବ ପିସିସି ଟିମ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୧ତାରିଖରୁ ରାଜ୍ୟର ବନ୍ୟା ପ୍ରଭାବିତ ଅଂଚଳକୁ ଯାଇ ପିସିସି ଟିମ୍ ପରିସ୍ଥିତିର ଅନୁଧ୍ୟାନ କରିବ।୨୩ତାରିଖ ସୁଦ୍ଧା ପିସିସି ସଭାପତିଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ବରିଷ୍ଠ ନେତା ପଂଚାନନ କାନୁନଗୋଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟସ୍ତରୀୟ କମିଟି ବନ୍ୟା ପ୍ରଭାବିତ ଅଂଚଳକୁ ଗସ୍ତ କରି କ୍ଷୟକ୍ଷତି ଆକଳନ କରିବା ସହ ଲୋକଙ୍କୁ ଭେଟି ସେମାନଙ୍କର ସମସ୍ୟା ସମ୍ପର୍କରେ ଅବଗତ ହେବ । କଂଗ୍ରେସ ସ୍ଥିତି ଅନୁଧ୍ୟାନ କାରୀ […]

congress

congress

Ordigital Desk
  • Published: Friday, 19 August 2022
  • Updated: 19 August 2022, 10:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୧ତାରିଖରୁ ରାଜ୍ୟର ବନ୍ୟା ପ୍ରଭାବିତ ଅଂଚଳକୁ ଯାଇ ପିସିସି ଟିମ୍ ପରିସ୍ଥିତିର ଅନୁଧ୍ୟାନ କରିବ।୨୩ତାରିଖ ସୁଦ୍ଧା ପିସିସି ସଭାପତିଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି ।

ବରିଷ୍ଠ ନେତା ପଂଚାନନ କାନୁନଗୋଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟସ୍ତରୀୟ କମିଟି ବନ୍ୟା ପ୍ରଭାବିତ ଅଂଚଳକୁ ଗସ୍ତ କରି କ୍ଷୟକ୍ଷତି ଆକଳନ କରିବା ସହ ଲୋକଙ୍କୁ ଭେଟି ସେମାନଙ୍କର ସମସ୍ୟା ସମ୍ପର୍କରେ ଅବଗତ ହେବ । କଂଗ୍ରେସ ସ୍ଥିତି ଅନୁଧ୍ୟାନ କାରୀ ଦଳ ତିନୋଟି ଭାଗରେ ବିଭକ୍ତ ହୋଇ ବିଭିନ୍ନ ଅଂଚଳ ଗ୍ରସ୍ତ କରି ସ୍ଥିତି ଅନୁଧ୍ୟାନ କରି ୨୩ ତାରିଖ ସୁଦ୍ଧା ରିପୋର୍ଟ ପ୍ରଦାନ କରିବେ । ଆଜି ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ସଦସ୍ୟ ପୂର୍ବତନ ବିଧାୟକ, ଚିନ୍ମୟ ପ୍ରସାଦ ବେଉରା, ବରିଷ୍ଠ କଂଗ୍ରେସ ନେତା ବିଭୂତି ମିଶ୍ର, ଅମୀୟ କୁମାର ପଟ୍ଟନାୟକ, ବିଧାୟକ ପ୍ରାର୍ଥୀ ସନ୍ତୋଷ ନନ୍ଦ ଓ ମନୋଜ ସାହୁ ଉପସ୍ଥିତ ଥିଲେ । ଏହି ବୈଠକରେ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟଭାବେ ବରିଷ୍ଠ କଂଗ୍ରେସ ନେତା ସୁରେଶ ମହାପାତ୍ର ଯୋଗ ଦେଇଥିଲେ ।

ଦଳ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ବନ୍ୟା ପରିସ୍ଥିତି ଉଗ୍ରରୂପ ଧାରଣ କରିଥିବାବେଳେ ବହୁ ସ୍ଥାନରେ ନଦୀମାନଙ୍କରେ ଘାଇ ସୃଷ୍ଟି ହୋଇ ହଜାର ହଜାର ଜନସାଧାରଣ, ଗୃହପାଳିତ ପଶୁ ବିପନ୍ନ ଅବସ୍ଥାରେ ରହିଛନ୍ତି । ହଜାର ହଜାର ଏକର ଚାଷଜମି, ପନିପରିବା ଫସଲ କ୍ଷତିଗ୍ରସ୍ତ ହୋଇଛି । ଲୋକମାନେ ପାଣିଘେରରେ ଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ସହାୟତା ଦିଆଯାଇ ପାରିନାହିଁ । ତେଣୁ ରାଜ୍ୟରେ ବନ୍ୟାଂଚଳର ସ୍ଥିତି ଅନୁଧ୍ୟାନ କରିବା ସହ ବନ୍ୟା କ୍ଷୟକ୍ଷତି ଆକଳନ କରିବାପାଇଁ କଂଗ୍ରେସ ସ୍ଥିତି ଅନୁଧ୍ୟାନକାରୀ ଦଳ ଅଗଷ୍ଟ ୨୧ ତାରିଖରୁ ବନ୍ୟା କ୍ଷତିଗ୍ରସ୍ତ ଜିଲ୍ଲା ଗ୍ରସ୍ତ କରିବେ । ସ୍ଥାନୀୟ କର୍ମକର୍ତ୍ତାଙ୍କ ସହଯୋଗରେ ବନ୍ୟାଂଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବା ସହ ପିସିସି ସଭାପତିଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ପିସିସି ପକ୍ଷରୁ ସୂଚନା ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story