ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି। ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି। ବଜେଟ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ। ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରିବୁ। ଏନେଇ ସୂଚନା ଦେଲେ ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେବା ସହ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।