ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି: ସାମାଜିକ ସଶକ୍ତୀକରଣ ମନ୍ତ୍ରୀ

'ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି। ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି'

Manoj Swain
  • Published: Tuesday, 02 July 2024
  • Updated: 02 July 2024, 01:06 PM IST

ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି। ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି। ବଜେଟ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ। ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରିବୁ। ଏନେଇ ସୂଚନା ଦେଲେ ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos