ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି। ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି। ବଜେଟ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ। ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରିବୁ। ଏନେଇ ସୂଚନା ଦେଲେ ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।