ରତ୍ନଭଣ୍ଡାର ଚାବିର ତାମିଲ ଲିଙ୍କ ! | PM Modi | Ratna Bhandar Key | BJD | BJP | Puri Srimandir | OR
କୁଆଡ଼େ ଗଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ? କଟକ ନିର୍ବାଚନୀ ସଭାରୁ ଆଟାକ୍ କରିବା ସହ ପ୍ରଧାନମନ୍ତ୍ରୀ କହିଛନ୍ତି, ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି ବୋଲି ଲୋକ କହୁଛନ୍ତି । ରତ୍ନଭଣ୍ଡାର ଚାବି ତାମିଲନାଡୁ କିଏ ନେଇ ଯାଇଛି ? ଏଭଳି ଲୋକକୁ କ୍ଷମା କରିବେ ନାହିଁ ଓଡ଼ିଶାବାସୀ। ଏଭଳି ଅବସ୍ଥାରେ ଯାଞ୍ଚ କମିଟି ରିପୋର୍ଟକୁ ଚାପି ଦିଆଯାଇଛି। ବିଜେପି ସରକାର ଆସିବା କ୍ଷଣି ଚାବିର ରାଜ୍ ଖୋଲିବ। ଯାଞ୍ଚ ରିପୋର୍ଟ ସାର୍ବଜନୀନ କରାଯିବ। ଯଦି କିଛି ଗଡ଼ବଡ଼ି ଥିବ, ମୋଦି କାହାକୁ ଛାଡ଼ିବ ନାହିଁ। ଏହା ମୋଦିର ଗ୍ୟାରେଣ୍ଟି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
