Advertisment

ଓଡ଼ିଶାରେ ବିଜେପି ସରକାର ଆସିଲେ ରତ୍ନ ଭଣ୍ଡାର ଚାବିର ରାଜ୍ ଖୋଲିବ: ପ୍ରଧାନମନ୍ତ୍ରୀ ମୋଦି

'ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନ ଭଣ୍ଡାର ଚାବି ଓଡ଼ିଶାରୁ ତାମିଲନାଡୁ ପଠାଉଥିବା ଲୋକଙ୍କୁ କେବେ ବି କ୍ଷମା କରିବେ ନାହିଁ ରାଜ୍ୟବାସୀ।'

Advertisment

କୁଆଡ଼େ ଗଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ? କଟକ ନିର୍ବାଚନୀ ସଭାରୁ ଆଟାକ୍ କରିବା ସହ ପ୍ରଧାନମନ୍ତ୍ରୀ କହିଛନ୍ତି, ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି ବୋଲି ଲୋକ କହୁଛନ୍ତି । ରତ୍ନଭଣ୍ଡାର ଚାବି ତାମିଲନାଡୁ କିଏ ନେଇ ଯାଇଛି ? ଏଭଳି ଲୋକକୁ କ୍ଷମା କରିବେ ନାହିଁ ଓଡ଼ିଶାବାସୀ। ଏଭଳି ଅବସ୍ଥାରେ ଯାଞ୍ଚ କମିଟି ରିପୋର୍ଟକୁ ଚାପି ଦିଆଯାଇଛି। ବିଜେପି ସରକାର ଆସିବା କ୍ଷଣି ଚାବିର ରାଜ୍ ଖୋଲିବ। ଯାଞ୍ଚ ରିପୋର୍ଟ ସାର୍ବଜନୀନ କରାଯିବ। ଯଦି କିଛି ଗଡ଼ବଡ଼ି ଥିବ, ମୋଦି କାହାକୁ ଛାଡ଼ିବ ନାହିଁ। ଏହା ମୋଦିର ଗ୍ୟାରେଣ୍ଟି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bjp Cuttack PM Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe