Advertisment

ବେଦାନ୍ତ ପାଇଁ ଅଧିଗ୍ରହଣ ହୋଇଥିବା ଜମି ଲୋକଙ୍କ ପାଖକୁ ଫେରିବ

କ୍ଷତିପୂରଣ ନେଇଥିବା ଲୋକଙ୍କୁ କ୍ଷତିପୂରଣ ରାଶି ଫେରାଇବାକୁ ପଡ଼ିବ।

author-image
Jitendra Garnayak

ଖୁବ୍‌ ଶୀଘ୍ର ବେଦାନ୍ତ ପାଇଥିବା ଜମିକୁ ଲୋକଙ୍କୁ ଫେରସ୍ତ କରାଯିବ। ଅନୀଲ ଅଗ୍ରୱାଲ ଫାଉଣ୍ଡେସନ ପାଇଥିବା ଜମି ଲୋକଙ୍କୁ ଫେରସ୍ତ ହେବ।  ଏନେଇ ସରକାରୀ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇ ଦିନରେ ବିଜ୍ଞପ୍ତି ପ୍ରକାଶ ପାଇବ। କ୍ଷତିପୂରଣ ନେଇଥିବା ଲୋକଙ୍କୁ କ୍ଷତିପୂରଣ ରାଶି ଫେରାଇବାକୁ ପଡ଼ିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। 

Advertisment
Vedanta University