ଖୁବ୍ ଶୀଘ୍ର ବେଦାନ୍ତ ପାଇଥିବା ଜମିକୁ ଲୋକଙ୍କୁ ଫେରସ୍ତ କରାଯିବ। ଅନୀଲ ଅଗ୍ରୱାଲ ଫାଉଣ୍ଡେସନ ପାଇଥିବା ଜମି ଲୋକଙ୍କୁ ଫେରସ୍ତ ହେବ। ଏନେଇ ସରକାରୀ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇ ଦିନରେ ବିଜ୍ଞପ୍ତି ପ୍ରକାଶ ପାଇବ। କ୍ଷତିପୂରଣ ନେଇଥିବା ଲୋକଙ୍କୁ କ୍ଷତିପୂରଣ ରାଶି ଫେରାଇବାକୁ ପଡ଼ିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀରେ ଜିଲ୍ଲା ପ୍ରବାସ ଆରମ୍ଭ କଲେ ବୈଜୟନ୍ତ
ତୃଣମୂଳସ୍ତରରେ ବିଭିନ୍ନ ରଣନୀତି ଆରମ୍ଭ କଲେ ଦିଲ୍ଲୀ ବିଜେପି ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା। ସଂଗଠନର କୋର ଗ୍ରୁପ, ବରିଷ୍ଠ କାର୍ଯ୍ୟକର୍ତ୍ତା ଏବଂ ତୃଣମୂଳସ୍ତରର ନେତାଙ୍କ ସହ କରୁଛନ୍ତି ବୈଠକ।
Politics
ଉପ ମୁଖ୍ୟମନ୍ତ୍ରୀ ହେବାକୁ ରାଜି ହେଲେ ଏକନାଥ ସିନ୍ଦେ, ଗୁରୁବାର ଶପଥ ଉତ୍ସବ!
୨ ବର୍ଷ ଧରି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ କାମ କରୁଥିବା ସିନ୍ଦେ ପ୍ରଥମେ ଉପ ମୁଖ୍ୟମନ୍ତ୍ରୀ ହେବାକୁ ରାଜି ହୋଇ ନଥିଲେ। ସେ ମହାୟୁତି ବୈଠକ ବାତିଲ କରିବା ଓ ହଠାତ୍ ନିଜ ଗାଁକୁ ଚାଲିଯିବା ଭଳି ଭେଳିକି ଦେଖାଇବାରୁ ବିଜେପି ତାଙ୍କ ଉପରେ ଖପ୍ପା ହୋଇଥିଲା।
Politics
ଅଧାପନ୍ତରିଆ ପାନୀୟ ଜଳ ପ୍ରକଳ୍ପ ନେଇ ମନ୍ତ୍ରୀ କହିଲେ, ମଲେଇ ଖାଇ ପଳେଇଲେ ଠିକାଦାର
ବଦ୍ରିଙ୍କ ବିସ୍ଫୋରକ ବୟାନ; ପ୍ରକଳ୍ପ ନ ସରିବାରୁ ହାରିଲେ ବିଧାୟକ
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Politics
ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି।