ବନ୍ଦ ହେବ ପିପିଲି ଉପନିର୍ବାଚନ !

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବନ୍ଦ ହେବ ପିପିଲ ଉପନିର୍ବାଚନ। କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁ ପିପିଲି ଉପନିର୍ବାଚନ ବନ୍ଦ ହୋଇପାରେ। ଆସନ୍ତା ୧୭ ତାରିଖରେ ପିପିଲ ପାଇଁ ଭୋଟ ଗ୍ରହଣ ହୋଇଥାନ୍ତା। ହେଲେ ନିର୍ବାଚନର ତିନି ଦିନ ପୂର୍ବରୁ ଆଜି କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ହୋଇଛି। ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ଉପନିର୍ବାଚନ ବନ୍ଦ ହୋଇପାରେ। ଖୁବ୍ ଶୀଘ୍ର ନିର୍ବାଚନ କମିଶନର ନିବାର୍ଚନ ବନ୍ଦ ନେଇ ଆନୁଷ୍ଠାନିକ ଘୋଷଣା କରିପାରନ୍ତି। ଜନପ୍ରତିନିଧି ଆଇନ୍ ୧୯୫୧ର ସେକ୍ସନ୍ […]

pipili

pipili

Ranjit Kumar Jena
  • Published: Wednesday, 14 April 2021
  • Updated: 14 April 2021, 05:14 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବନ୍ଦ ହେବ ପିପିଲ ଉପନିର୍ବାଚନ। କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁ ପିପିଲି ଉପନିର୍ବାଚନ ବନ୍ଦ ହୋଇପାରେ। ଆସନ୍ତା ୧୭ ତାରିଖରେ ପିପିଲ ପାଇଁ ଭୋଟ ଗ୍ରହଣ ହୋଇଥାନ୍ତା। ହେଲେ ନିର୍ବାଚନର ତିନି ଦିନ ପୂର୍ବରୁ ଆଜି କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ହୋଇଛି।

ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ଉପନିର୍ବାଚନ ବନ୍ଦ ହୋଇପାରେ। ଖୁବ୍ ଶୀଘ୍ର ନିର୍ବାଚନ କମିଶନର ନିବାର୍ଚନ ବନ୍ଦ ନେଇ ଆନୁଷ୍ଠାନିକ ଘୋଷଣା କରିପାରନ୍ତି।

ଜନପ୍ରତିନିଧି ଆଇନ୍ ୧୯୫୧ର ସେକ୍ସନ୍ ୫୨ର ବ୍ୟବସ୍ଥା ଅନୁଯାୟୀ, ନିର୍ବାଚନ ଲଢ଼ିବାକୁ ଥିବା ପ୍ରାର୍ଥୀଙ୍କର ଯଦି ମତଦାନ ପୂର୍ବରୁ ଦେହାନ୍ତ ହୁଏ, ତାହେଲେ ନିର୍ବାଚନ କମିଶନ ସ୍ୱତନ୍ତ୍ର କ୍ଷମତା ବଳରେ ନିର୍ବାଚନକୁ ସ୍ଥଗିତ କରିପାରିବେ। ବର୍ତ୍ତମାନ ପିପିଲି କ୍ଷେତ୍ରରେ ଅନୁରୂପ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଅଜିତ୍ ଦେଶର ସର୍ବପୁରାତନ ଦଳ କଂଗ୍ରେସର ନିୟମିତ ସଦସ୍ୟ ଥିଲେ। ଆଜି ତାଙ୍କର ଦେହାନ୍ତ ଘଟିଛି। ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଗତ ୭ ତାରିଖରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ନିଜ ଗାଁ ମୋଟରୀ ଆଙ୍କୋଇକୁ ପ୍ରଚାର କରିବା ପାଇଁ ଯାଉଥିଲେ। ସେହି ସମୟରେ ସେ ତଳେ ପଡିଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story