ପ୍ରଧାନମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ | Odisha Reporter
Advertisment
ଚଣ୍ଡିଖୋଲରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଉପସ୍ଥିତ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us