ମୁଖ୍ୟମନ୍ତ୍ରୀଙ୍କ ନିବାସକୁ ଘେରିଥିବା ଭ୍ରଷ୍ଟାଚାରୀ କିଏ ?

'ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ୱାରା ଘେରି ରହିଛି। କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପୂରା ଘେରି ରହିଛନ୍ତି।'

Manoj Swain
  • Published: Monday, 20 May 2024
  • Updated: 20 May 2024, 06:39 PM IST

Sports

Latest News

ଆଜି ଅନୁଗୋଳ ସଭାରେ ପୁଣି ଥରେ ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସେ କହିଛନ୍ତି, ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା ? ସବୁ ବରବାଦୀର କାରଣ ହେଉଛି ବିଜେଡି ସରକାର। ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ୱାରା ଘେରି ରହିଛି। କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପୂରା ଘେରି ରହିଛନ୍ତି। ବିଜେଡିର ଛୋଟ ଛୋଟ ନେତା କୋଟି କୋଟି ଟଙ୍କାର ମାଲିକ। ଦେଖନ୍ତୁ ପୂରା ରିପୋର୍ଟ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos