ମୁଖ୍ୟମନ୍ତ୍ରୀଙ୍କ ନିବାସକୁ ଘେରିଥିବା ଭ୍ରଷ୍ଟାଚାରୀ କିଏ ?

  • Published: Monday, 20 May 2024
  • , Updated: 20 May 2024, 06:39 PM IST

ଆଜି ଅନୁଗୋଳ ସଭାରେ ପୁଣି ଥରେ ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସେ କହିଛନ୍ତି, ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା ? ସବୁ ବରବାଦୀର କାରଣ ହେଉଛି ବିଜେଡି ସରକାର। ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ୱାରା ଘେରି ରହିଛି। କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପୂରା ଘେରି ରହିଛନ୍ତି। ବିଜେଡିର ଛୋଟ ଛୋଟ ନେତା କୋଟି କୋଟି ଟଙ୍କାର ମାଲିକ। ଦେଖନ୍ତୁ ପୂରା ରିପୋର୍ଟ।  

Related story