Advertisment

'ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା ?'

'ଦେଶବାସୀ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି। ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସରକାର ସମ୍ଭାଳି ପାରୁନାହାନ୍ତି।'

Advertisment

ଗତକାଲି ଫୁଲବାଣୀ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀମନ୍ଦିର ରତ୍ନଭଣ୍ଡାର କଥା ଉଠାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାରକୁ ତୀବ୍ର ସମାଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଶ୍ରୀମନ୍ଦିର ରତ୍ନଭଣ୍ଡାରର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ସେତେବେଳେ ରତ୍ନଭଣ୍ଡାରରେ ଏତେ ପରିମାଣରେ ଆଭୂଷଣ ଓ ରତ୍ନ ଥିଲା ଯେ ମୂଲ୍ୟାଙ୍କନ କରୁଥିବା ବ୍ୟକ୍ତିମାନେ ରତ୍ନଭଣ୍ଡାରକୁ ଅମୂଲ୍ୟ କହି ହାତ ଟେକି ଦେଇଥିଲେ। କିନ୍ତୁ ଗତ ୪୦ ବର୍ଷରୁ ଅଧିକ ସମୟ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ। ଦେଶବାସୀ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି। ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସରକାର ସମ୍ଭାଳି ପାରୁନାହାନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bjp PM Modi Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe