ଆଜି ଜନତା ମୈଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ।