ଆଜି ଜନତା ମୈଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଅବସରରେ ଉପସ୍ଥିତ ଅତିଥି ଓ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ। ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭର ସୁଯୋଗ ମିଳିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଓଡ଼ିଆ ଅସ୍ମିତାର ବିଜୟ ହୋଇନି, ଅହଙ୍କାରର ପରାଜୟ ହୋଇଛି
ଲୋକେ ପରିବର୍ତ୍ତନ ଚାହୁଁଥିଲେ। ଲୋକେ ପରିବର୍ତ୍ତନ କରିଛନ୍ତି।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Politics
ବିଜେପିରେ ଯୋଗଦେଲେ କୈଳାଶ ଗେହଲଟ, ଗତକାଲି ଆପରୁ ଇସ୍ତଫା ଦେଇଥିଲେ
ଗତକାଲି ଆପରୁ ଇସ୍ତଫା ଦେଇଥିଲେ କୈଳାଶ ଗେହଲଟ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।