Advertisment

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ଜନତା ମୈଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

Advertisment

ଆଜି ଜନତା ମୈଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଅବସରରେ ଉପସ୍ଥିତ ଅତିଥି ଓ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ। ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭର ସୁଯୋଗ ମିଳିଲା।

Advertisment
Odisha PM Modi Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe