‘ମୋଦିଜୀଙ୍କୁ ଧନ୍ୟବାଦ’

ସମଗ୍ର ଦେଶରେ ୫୦୮ ରେଳ ଷ୍ଟେସନର ପୁନର୍ବିକାଶ ହେବାକୁ ଥିବାବେଳେ ଏଥିରେ ଓଡିଶାର୨୫ ଟି ରେଳ ଷ୍ଟେସନ ସାମିଲ ଅଛି। ଲିଙ୍ଗରାଜ ଷ୍ଟେସନର ଉନ୍ନତି କରଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଲେ ମନ୍ତ୍ରୀ ଅଶୋକ ପଣ୍ଡା ।

Manoj Swain
  • Published: Monday, 07 August 2023
  • Updated: 07 August 2023, 11:46 AM IST

Sports

Latest News

ରେଳ ଯାତ୍ରାକୁ ନିରାପଦ କରିବା ପାଇଁ କେନ୍ଦ୍ର ସରକାରଙ୍କ ନୂଆ ପଦକ୍ଷେପ। ଦେଶର ୫୦୮ ରେଳ ଷ୍ଟେସନର ହେବ ପୁନର୍ବିକାଶ। ଏଥିପାଇଁ ରବିବାର ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅମୃତ ଭାରତ ଯୋଜନା ଅଧୀନରେ ଏହି ବିକାଶମୂଳକ କାର୍ଯ୍ୟ କରାଯିବ। ସମଗ୍ର ଦେଶରେ ୫୦୮ ରେଳ ଷ୍ଟେସନର ପୁନର୍ବିକାଶ ହେବାକୁ ଥିବାବେଳେ ଏଥିରେ ଓଡିଶାର୨୫ ଟି ରେଳ ଷ୍ଟେସନ ସାମିଲ ଅଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos