‘ମୋଦିଜୀଙ୍କୁ ଧନ୍ୟବାଦ’

  • Published: Monday, 07 August 2023
  • , Updated: 07 August 2023, 11:46 AM IST

ରେଳ ଯାତ୍ରାକୁ ନିରାପଦ କରିବା ପାଇଁ କେନ୍ଦ୍ର ସରକାରଙ୍କ ନୂଆ ପଦକ୍ଷେପ। ଦେଶର ୫୦୮ ରେଳ ଷ୍ଟେସନର ହେବ ପୁନର୍ବିକାଶ। ଏଥିପାଇଁ ରବିବାର ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅମୃତ ଭାରତ ଯୋଜନା ଅଧୀନରେ ଏହି ବିକାଶମୂଳକ କାର୍ଯ୍ୟ କରାଯିବ। ସମଗ୍ର ଦେଶରେ ୫୦୮ ରେଳ ଷ୍ଟେସନର ପୁନର୍ବିକାଶ ହେବାକୁ ଥିବାବେଳେ ଏଥିରେ ଓଡିଶାର୨୫ ଟି ରେଳ ଷ୍ଟେସନ ସାମିଲ ଅଛି। 

Related story