Advertisment

ହାତ ମିଳାଇରେ ପ୍ରଧାନମନ୍ତ୍ରୀ ମୋଦି ଓ ରାହୁଲ ଗାନ୍ଧି

ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ ସ୍ୱାଗତ କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଓ ରାହୁଲ ଗାନ୍ଧି ଉଭୟଙ୍କୁ ହ୍ୟାଣ୍ଡ ସେକ୍ କରିଥିବା ଦେଖିବାକୁ ମିଳିଛି।

author-image
Manoj Swain

ସଂସଦରେ ହାତ ମିଳାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ ସ୍ୱାଗତ କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଓ ରାହୁଲ ଗାନ୍ଧି ଉଭୟଙ୍କୁ ହ୍ୟାଣ୍ଡ ସେକ୍ କରିଥିବା ଦେଖିବାକୁ ମିଳିଛି। 

Advertisment
PM Modi Rahul Gandhi Parliament Session