Advertisment

‘ଓଡ଼ିଶାରେ ବିଜେଡି ଅସ୍ତ, ବିଜେପି ଉଦିତ ସୂର୍ଯ୍ୟ’

'ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଆଉ ମାସେ ପରେ ଅର୍ଥାତ ୬ ଜୁନ୍‌ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଫାଇନାଲ ହେବ। ୧୦ ଜୁନ୍‌ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ।'

Advertisment

ବ୍ରହ୍ମପୁରରେ ବିଜେଡି ସରକାରକୁ ଜୋରଦାର ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କହିଲେ, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଆଉ ମାସେ ପରେ ଅର୍ଥାତ ୬ ଜୁନ୍‌ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଫାଇନାଲ ହେବ। ୧୦ ଜୁନ୍‌ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ। ଉକ୍ତ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଆପଣ ସମସ୍ତଙ୍କୁ ନିମନ୍ତ୍ରଣ ରହିଲା। ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି। ଓଡ଼ିଶାକୁ ମହାପ୍ରଭୁ ପ୍ରାକୃତିକ ସଂପଦରେ ଭରି ଦେଇଛନ୍ତି। ଏହାସତ୍ତ୍ୱେ ଏତେ ଧନୀ ଓଡ଼ିଶାର ଲୋକ କାହିଁକି ଗରିବ ରହିଛନ୍ତି ବୋଲି ପ୍ରଶ୍ନ କରିଥିଲେ ମୋଦି। ଦେଖନ୍ତୁ ପୂରା ରିପୋର୍ଟ।

Advertisment
PM Modi Bjp Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe